ବନ୍ୟା ଯୋଗୁ ଆସାମର ୨୨ଟି ଜିଲ୍ଲାର ୫ ଲକ୍ଷ ଲୋକ ପ୍ରଭାବିତ

ଆସାମ(ବଡ଼ ଖବର ବ୍ୟୁରୋ): ଗମ୍ଭୀର ହେଉଛି ଆସାମର ବନ୍ୟା ସ୍ଥିତି । ବନ୍ୟା ଯୋଗୁ ହନ୍ତସନ୍ତ ହେଉଛନ୍ତି ଲକ୍ଷ ଲକ୍ଷ ଲୋକ । ଆସାମର ୨୨ଟି ଜିଲ୍ଲାର ୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଅନେକ ଘରଦ୍ୱାର ଏବେ ବି ଜଳବନ୍ଦୀ ଅବସ୍ଥାରେ ରହିଛି । ପ୍ରବଳ ବର୍ଷା ଯୋଗୁ ବ୍ରହ୍ମପୁତ୍ର ନଦୀର ଜଳସ୍ତର ବଢିବାରେ ଲାଗିଛି । ଫଳରେ ଅନେକ ତଳିଆ ଅଞ୍ଚଳରେ ଜଳମଗ୍ନ ହୋଇଛି । ବକ୍ସା, ବାରପେଟା, ଦରଙ୍ଗ, ଧୂବ୍ରୀ, ଗୋଲପରା, କାମରୂପ, ଲକ୍ଷ୍ମୀପୁର, ନାଲବରି, ଉଦଲଗୁରୀ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି । ବନ୍ୟା ପରିସ୍ଥିତି ନେଇ ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’