Masthead

ଆସାମ ପାଇଲା ନୂଆ ମୁଖ୍ୟମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ): ଆସାମର ୧୫ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ୱଶର୍ମା। ରାଜ୍ୟପାଳ ଜଗଦୀଶ ମୁଖୀ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥ ସମାରୋହରେ ବିଜେପି ସଭାପତି ଜେପି ନଡ୍ଡା, ରାଷ୍ଟ୍ରୀୟ ଉପସଭାପତି ତଥା ଆସାମ ପ୍ରଭାରୀ ବୈଜୟନ୍ତ୍ର ପଣ୍ଡାଙ୍କ ସମେତ ଅନେକ ନେତା ଏହି ଶପଥ ସମାରୋହରେ ଉପସ୍ଥିତ ଥିଲେ।

ତେବେ ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ହିମନ୍ତ ବିଶ୍ୱଶର୍ମାଙ୍କୁ ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରାଯାଇଥିଲା। ଏହା ପରେ ସେ ସରକାର ଗଠନ କରିବାକୁ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ଆଜି ବିଧିବଦ୍ଧ ଭାବେ ସେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱଗ୍ରହଣ କରିଛନ୍ତି । ତାଙ୍କ ସହ ତାଙ୍କ ମନ୍ତ୍ରୀମଣ୍ଡଳ ମଧ୍ୟ ଶପଥ ଗ୍ରହଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା