ଆସାମ ପାଇଲା ନୂଆ ମୁଖ୍ୟମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ): ଆସାମର ୧୫ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ୱଶର୍ମା। ରାଜ୍ୟପାଳ ଜଗଦୀଶ ମୁଖୀ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥ ସମାରୋହରେ ବିଜେପି ସଭାପତି ଜେପି ନଡ୍ଡା, ରାଷ୍ଟ୍ରୀୟ ଉପସଭାପତି ତଥା ଆସାମ ପ୍ରଭାରୀ ବୈଜୟନ୍ତ୍ର ପଣ୍ଡାଙ୍କ ସମେତ ଅନେକ ନେତା ଏହି ଶପଥ ସମାରୋହରେ ଉପସ୍ଥିତ ଥିଲେ।

ତେବେ ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ହିମନ୍ତ ବିଶ୍ୱଶର୍ମାଙ୍କୁ ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରାଯାଇଥିଲା। ଏହା ପରେ ସେ ସରକାର ଗଠନ କରିବାକୁ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ଆଜି ବିଧିବଦ୍ଧ ଭାବେ ସେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱଗ୍ରହଣ କରିଛନ୍ତି । ତାଙ୍କ ସହ ତାଙ୍କ ମନ୍ତ୍ରୀମଣ୍ଡଳ ମଧ୍ୟ ଶପଥ ଗ୍ରହଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’