Masthead

ଅବକାରୀ ବିଭାଗର ଚଢାଉ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଅବକାରୀ ଅଧିକ୍ଷକ ରାଜେନ୍ଦ୍ର କୁମାର ଭତ୍ରାଙ୍କ ନିର୍ଦ୍ଦେଶ କ୍ରମେ ଆସିକା ଅବକାରୀ ଓ ବ୍ରହ୍ମପୁର ଗୋଇନ୍ଦା ସଂସ୍ଥା ପକ୍ଷର ମିଳିତରେ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି । ଆଜି ଭୋର ସକାଳ ସମୟରେ ଆସିକା ସହରର ଠେଙ୍ଗାପଲ୍ଲୀ, ଗଣ୍ଡପଲୀ, କଳିଙ୍ଗ ରୋଡ ଆଇ.ବି ବଙ୍ଗଳା ଓ ଛତାପଡିଆ ଠାରେ ଚଢ଼ାଉ କରି ୭ ଆସାମୀଙ୍କୁ ଗିରଫ କରିଥିଲେ । ସେମାନଙ୍କ ନିକଟରୁ ପ୍ଲାଷ୍ଟିକ ବ୍ୟାରେଲ, ରସ ତସଲା ସାଙ୍ଗକୁ ବିଭିନ୍ନ ଦେଶୀ ମଦ ପ୍ରସ୍ତୁତି ସରଞ୍ଜାମ ଜବତ କରାଯାଇଛି ।

ପ୍ରାୟ ୨୫୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯାଇଛି । ଗିରଫ ଆସାମୀ ମାନଙ୍କ ନାମରେ ପୃଥକ ପୃଥକ ମାମଲା ରୁଜୁ କରାଯାଇଛି । ଏହି ଚଢ଼ାଉ ବେଳେ ଆସିକା ଓ.ଆଇ.ସି ପ୍ରଦୀପ କୁମାର ମହାନ୍ତି, ବ୍ରହ୍ମପୁର ଏକ୍ସସାଇଜ ଇଣ୍ଟେଲିଜେନ୍ସ ବ୍ୟୁରୋ ଗିତାଞ୍ଜଳି ସାହୁ,ଆସିକା ଅବକାରୀ ଇନ୍ସପେକ୍ଟର ଧୀରେନ ବେହେରା ସାଙ୍ଗକୁ ଏଏସାଇ, କନେଷ୍ଟବଳ ସିମିଲ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ