Masthead

କଂଗ୍ରେସ ଅଫିସରେ ମାରପିଟ୍

କୋଇଡା  (ବଡ଼ ଖବର ବ୍ୟୁରୋ): ରାଉରକେଲା କଂଗ୍ରେସ ଅଫିସରେ ମାରପିଟ୍ । ରାଉରକେଲା କଂଗ୍ରେସର ସ୍ଥିତି ଏମିତି ହେଲାଣି ଯେ କର୍ମକର୍ତ୍ତା ମାରପିଟ୍ ହେଲେଣି । ସେକ୍ଟର ୨୧ ରାଉରକେଲା ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଥିଲା ବୈଠକ। ବୈଠକ ପୂର୍ବରୁ ପିସିସି ସଭାପତି ଶରତ ପଟ୍ଟନାୟକ ବନାମ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମର୍ଥକ ମଧ୍ୟରେ ହୋଇଥିଲା କଥା କଟାକଟି ।

ଶେଷରେ ବରିଷ୍ଠ କଂଗ୍ରସ ନେତା ତଥା ରାଉରକେଲା ଜିଲ୍ଲା କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ସବିର ହୁସେନଙ୍କ ସହ ଏଆଇସିସି ସଦସ୍ୟ ଉମେଶ ସରନଙ୍କ ମଧ୍ୟରେ ପ୍ରଥମେ କଥା କଟାକଟି ପରେ ମାରପିଟ୍ ହୋଇଥିଲା । ପରିସ୍ଥିତି ଏମିତି ହେଲା ଯେ ଦୁଇ ବରିଷ୍ଠ ତଳେ ଗଡାଗାଡ଼ି ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି