Masthead

ଓଡ଼ିଶା ବିଧାନସଭାରେ ରାହୁଲ ଝଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ବିଧାନସଭାରେ ରାହୁଲ ଝଡ଼ । ରାହୁଲ ଗାନ୍ଧିଙ୍କ ସାଂସଦ ରଦ୍ଦକୁ ନେଇ ଗୃହରେ ଝଡ଼ । ସଦସ୍ୟତା ରଦ୍ଦକୁ ନେଇ ଗର୍ଜିଲା କଂଗ୍ରେସ । ଗଣତନ୍ତ୍ରକୁ ହତ୍ୟା ନାରାରେ କମ୍ପିଲା ଗୃହ । ଗଣତନ୍ତ୍ରକୁ ହତ୍ୟା କଲେ ନରେନ୍ଦ୍ର ମୋଦୀ ନାରାରେ ଗୃହରେ କଂଗ୍ରେସର ଝଡ଼ । ଗୃହ ବାରମ୍ବାର ମୁଲତବି । ପ୍ରଥମେ ୨୦ ମିନିଟ ଏବଂ ପରେ ୩୦ ମିନିଟ ଗୃହ ମୁଲତବି କରିଛନ୍ତି ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି