Masthead

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କ ସଭ୍ୟ ପଦ ରଦ୍ଧକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଗର୍ଜନ। ବିଧାନସଭାରେ କଳାପୋଷାକ ପିନ୍ଧି କଂଗ୍ରେସର ପ୍ରତିବାଦ । ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସର ହୋହଲ୍ଲା । ରାହୁଲଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗରେ କଂଗ୍ରେସର ପ୍ରତିବାଦ । କଳାପୋଷାକ ପିନ୍ଧି ଗୃହ ମଧ୍ୟ ଭାଗକୁ ଆସି ନାରାବାଜି । ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି । ଗଣତନ୍ତ୍ର ହତ୍ୟାକାରୀ ପ୍ରଧାନମନ୍ତ୍ରୀ ମୁର୍ଦ୍ଦା ବାଦରେ ପ୍ରକମ୍ପିତ ହେଲା ଗୃହ । କଂଗ୍ରେସର ପ୍ରତିବାଦ ସମର୍ଥନ କରିଛନ୍ତି କମ୍ୟୁନିଷ୍ଟ ପାର୍ଟିର ବିଧାୟକ ଲକ୍ଷ୍ମଣ ମୁଣ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ