Masthead

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କ ସଭ୍ୟ ପଦ ରଦ୍ଧକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଗର୍ଜନ। ବିଧାନସଭାରେ କଳାପୋଷାକ ପିନ୍ଧି କଂଗ୍ରେସର ପ୍ରତିବାଦ । ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସର ହୋହଲ୍ଲା । ରାହୁଲଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗରେ କଂଗ୍ରେସର ପ୍ରତିବାଦ । କଳାପୋଷାକ ପିନ୍ଧି ଗୃହ ମଧ୍ୟ ଭାଗକୁ ଆସି ନାରାବାଜି । ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି । ଗଣତନ୍ତ୍ର ହତ୍ୟାକାରୀ ପ୍ରଧାନମନ୍ତ୍ରୀ ମୁର୍ଦ୍ଦା ବାଦରେ ପ୍ରକମ୍ପିତ ହେଲା ଗୃହ । କଂଗ୍ରେସର ପ୍ରତିବାଦ ସମର୍ଥନ କରିଛନ୍ତି କମ୍ୟୁନିଷ୍ଟ ପାର୍ଟିର ବିଧାୟକ ଲକ୍ଷ୍ମଣ ମୁଣ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ