Masthead

୧୮ରୁ ବିଧାନସଭା ବଜେଟ୍ ଅଧିବେଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ । ୨ଟି ପର୍ଯ୍ୟାୟରେ ବସିବ ଚଳିତବର୍ଷର ଅଧିବେଶନ । ୩୧ଦିନ ପାଇଁ ଚାଲିବ ଏହି ଅଧିବେଶନ । ରାଜ୍ୟପାଳ ଗଣେଶୀ ଲାଲଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧବେଶନ । ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃୟାରୀ ୧୮ରୁ ୨୭ତାରିଖ ପର୍ଯ୍ୟାନ୍ତ ୯ଦିନ ପାଇଁ ବସିବ । ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୨ରୁ ଏପ୍ରିଲ ୯ତାରିଖ ୨୨ଦିନ ଯାଏ ବସିବ । ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍ ଫେବୃୟାରୀ ୨୨ତାରିଖରେ ଉପସ୍ଥାପନ ହେବ। ମାର୍ଚ୍ଚ ୩୧ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି