Masthead

ଆସନ୍ତାକାଲି ସର୍ବଦଳୀୟ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ମାସ ୨୦ରେ ବସିବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ । ଅଧିବେଶନର ସୁପରିଚାଳନା ପାଇଁ ବାଚସ୍ୱତି ସୂର୍ଯ୍ୟନାରାୟଣ ପାତ୍ର ଡାକିଛନ୍ତି ସର୍ବଦଳୀୟ ବୈଠକ । ଅଧିବେଶନର ସୁପରିଚାଳନା କିପରି ହେବ ବୈଠକରେ ହେବ ଆଲୋଚନା । ସେହିଦିନ ମଧ୍ୟ ଦୁଇ ନୂଆ ବିଧାୟକ ବିଜୟ ଶଙ୍କର ଦାସ ଓ ସ୍ୱରୂପ ଦାସ ଶପଥ ନେବେ । ଏହି ନବନିଯୁକ୍ତ ବିଧାୟକଙ୍କୁ ବାଚସ୍ପତି ଶପଥପାଠ କରାଇବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ