Masthead

ଫେବ୍ରୁଆରୀ ୫ରୁ ବିଧାନସଭା କାମଚଳା ବଜେଟ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେବ୍ରୁଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ୫ରୁ ୧୩ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ଅଧିବେଶନରେ କାମଚଳା ବଜେଟ୍‌ ଆଗତ କରାଯିବ। ଫେବ୍ରୁଆରୀ ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ରଖିବେ ଅଭିଭାଷଣ । ଫେବ୍ରୁଆରୀ ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ । ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି ତେଣୁ ତା ପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ