Masthead

ଘୁଞ୍ଚିଲା ବାଚସ୍ପତି ନିର୍ବାଚନ, ୨୧ ନୁହେଁ ୨୨ରେ ହେବ ଇଲେକ୍ସନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଘୁଞ୍ଚିଲା ବାଚସ୍ପତି ନିର୍ବାଚନ । ୨୧ ନୁହେଁ ୨୨ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । ୨୧ରେ ହେବ ନାମାଙ୍କନ ଦାଖଲ । ୨୨ତାରିଖ ସକାଳ ୯ଟା ୩୦ମିନିଟରେ ହେବ ବାଚସ୍ପତି ନିର୍ବାଚନ । ନୂଆଖାଇ ସମୟରେ ନିର୍ବାଚନ ହେଉଥିବାରୁ ଏହାକୁ ବର୍ଜନ କରିଥିଲେ କଂଗ୍ରେସ, ବିଜେପି । ତେଣୁ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ଏବଂ ୨୨ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ଏହି ନିର୍ବାଚନ ଶେଷ ହେବ । ତେବେ ବାଚସ୍ପତି କିଏ ହେବ ତାହାକୁ ନେଇ ସସପେନ୍ସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ