Masthead

ଘୁଞ୍ଚିଲା ବାଚସ୍ପତି ନିର୍ବାଚନ, ୨୧ ନୁହେଁ ୨୨ରେ ହେବ ଇଲେକ୍ସନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଘୁଞ୍ଚିଲା ବାଚସ୍ପତି ନିର୍ବାଚନ । ୨୧ ନୁହେଁ ୨୨ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । ୨୧ରେ ହେବ ନାମାଙ୍କନ ଦାଖଲ । ୨୨ତାରିଖ ସକାଳ ୯ଟା ୩୦ମିନିଟରେ ହେବ ବାଚସ୍ପତି ନିର୍ବାଚନ । ନୂଆଖାଇ ସମୟରେ ନିର୍ବାଚନ ହେଉଥିବାରୁ ଏହାକୁ ବର୍ଜନ କରିଥିଲେ କଂଗ୍ରେସ, ବିଜେପି । ତେଣୁ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ଏବଂ ୨୨ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ଏହି ନିର୍ବାଚନ ଶେଷ ହେବ । ତେବେ ବାଚସ୍ପତି କିଏ ହେବ ତାହାକୁ ନେଇ ସସପେନ୍ସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ