Masthead

HOME HOME - Odia News channel

  • Home Page
  • ଲାଇଭ୍ ଟିଭି
  • ବଡ଼ ଖବର
  • ରାଜନୀତି
  • ରାଜ୍ୟ
  • ଦେଶ ବିଦେଶ
  • ଜିଲ୍ଲା
    • ଅନୁଗୁଳ
    • କନ୍ଧମାଳ
    • କୋରାପୁଟ
    • କଟକ
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • ଗଜପତି
    • କଳାହାଣ୍ଡି
    • ଗଞ୍ଜାମ
    • ନବରଙ୍ଗପୁର
    • ରାୟଗଡ଼ା
    • ନୂଆପଡ଼ା
    • ବୌଦ୍ଧ
    • ବରଗଡ଼
    • ସମ୍ବଲପୁର
    • ମୟୂରଭଞ୍ଜ
    • ଭଦ୍ରକ
    • ବାଲେଶ୍ୱର
    • ଖୋର୍ଦ୍ଧା
    • ପୁରୀ
    • ନୟାଗଡ଼
    • ଯାଜପୁର
    • ଜଗତସିଂହପୁର
    • ମାଲକାନଗିରି
    • ଢେଙ୍କାନାଳ
    • ଝାରସୁଗୁଡ଼ା
    • ବଲାଙ୍ଗିର
    • ଦେବଗଡ଼
    • ସୁବର୍ଣ୍ଣପୁର
    • ସୁନ୍ଦରଗଡ଼
  • ଅପରାଧ
  • ଖେଳ
  • ପେଜ୍ ଥ୍ରୀ
  • YouTube LIVE
BADA KHABAR
  • Home
  • ବଡ଼ ଖବର
  • ଆଜି ବିଧାନସଭା ଘେରିବ ବିଜେଡି

ଆଜି ବିଧାନସଭା ଘେରିବ ବିଜେଡି

ବଡ଼ ଖବରରାଜନୀତି
By Bada Khabar Bureau On Sep 23, 2025
Share FacebookTwitterWhatsAppEmailTelegramPrint

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଘେରିବ ବିଜେଡି ।  ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ କରିବା ଏବଂ ହଡ଼ପ କରିବା ଅଭିଯୋଗରେ ଆଜି ବିଜେଡି ବିକ୍ଷୋଭ କରିବ ।  ଆନ୍ଦୋଳନରେ ସାମିଲ ହେବେ ହଜାର ହଜାର ଜନ ପ୍ରତିନିଧି।  ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ସାମିଲ ହେବେ ।

ପୂର୍ବରୁ ସାମ୍ବାଦିକ ସମ୍ମିଳନୀ କରି ଏହି ଘୋଷଣା କରିଛି ବିଜେଡି । ବର୍ତ୍ତମାନର ସରକାର ଗଣତନ୍ତ୍ରକୁ ହତ୍ୟା କରି କର୍ମୀ ପୋଷିବା ଯୋଜନା କରୁଥିବା ବିଜେଡି ଅଭିଯୋଗ କରିଛି । ଯାହାକୁ ବନ୍ଦ କରିବାକୁ ଦଳ ଚେତାବନୀ ଦେଇଛି । ଯେମିତି କର୍ମୀମାନେ ଗୁଣ୍ଡାରାଜ, ଦାଦାବଟି ଓ ପିସି ଆଦାୟ କରିବେ ସେଥିପାଇଁ ସରକାର ବ୍ୟବସ୍ଥା କରୁଥିବା ବିଜେଡି ଅଭିଯୋଗ ଆଣିଛି । ଏହାକୁ ବିରୋଧ କରି ଆଜି ବିଜେଡି ନେତା ଓ କର୍ମୀମାନେ ବିଧାନସଭା ଘେରାଉ କରିବେ ।

Related Posts

ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ

ମାର୍ଚ୍ଚରୁ ଡରାଇଲାଣି ତାତି

Share

Prev Post

ଆଜିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷିବ

Next Post

ପୁଲିସର ଥାର୍ଡ ଡିଗ୍ରି, ଏସିପି ବିଶ୍ବ ରଞ୍ଜନ ସାହୁ ନିଲମ୍ବିତ

ଆଗକୁ ପଢନ୍ତୁ
ଜିଲ୍ଲା

ବର୍ଷା ଭାଙ୍ଗିଦେଲା ସୁଖ ସପନ

ଦେଶ ବିଦେଶ

ଭାରତ ବାୟୋଟେକ ପ୍ରସ୍ତୁତ କରିବ ମ୍ୟାଲେରିଆ ଟିକା

ବଡ଼ ଖବର

ଭିଜିଲାନ୍ସ ଜାଲରେ ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ ଶତପଥୀ

ବଡ଼ ଖବର

ଆଜି ରାଜଧାନୀ ତାତି ୪୬ଂ ଛୁଇଁବା ଆଶଙ୍କା

ବଡ଼ ଖବର

ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡି ପଡିଛି : ଅଜୟ କୁମାର

ଯାଜପୁର

ସରକାରୀ ଯୋଜନା କାହା ପାଇଁ ?

Prev Next

ଅନ୍ୟାନ୍ୟ ଖବର

ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ

ମାର୍ଚ୍ଚରୁ ଡରାଇଲାଣି ତାତି

ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ!

ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା

Prev Next
ଫଲୋ ଏବଂ ଲାଇକ୍ କରନ୍ତୁ
  • Facebook Join us on Facebook
  • Twitter Join us on Twitter
  • Youtube Join us on Youtube
  • Instagram Join us on Instagram
ଲୋକପ୍ରିୟ ବର୍ଗ
  • ବଡ଼ ଖବର19495
  • ରାଜ୍ୟ13825
  • ଦେଶ ବିଦେଶ8015
  • ଜିଲ୍ଲା6068
  • ରାଜନୀତି4194
  • ଖେଳ751
  • ଦେଶ ବିଦେଶ
  • ବଡ଼ ଖବର
  • ରାଜ୍ୟ
  • ରାଜନୀତି
  • ଜିଲ୍ଲା
  • Live TV
  • Contact us
© 2026 - BADA KHABAR. All Rights Reserved.
Powered By: Suryanandan.Net
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ
  • Likes
  • Followers
  • Subscribers
  • Followers