Masthead

ଭିଜିଲାନ୍ସ ଜାଲରେ CT&GST ଆସିଷ୍ଟାଣ୍ଟ କମିଶନର

ଯାଜପୁର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଯାଜପୁର CT&GST ଆସିଷ୍ଟାଣ୍ଟ କମିଶନର । ଯାଜପୁର CT&GST ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଚାଲିଛି ଚଢାଉ। ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି । ସରକାରୀ ଟିକସ ହେରଫେର ଅଭିଯୋଗରେ ଚାଲିଛି ରେଡ୍। ଜଣେ ଡିଲର୍ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ଅଭିଯୋଗ। ପ୍ରାୟ ୫.୮୫ ଲକ୍ଷ ରାଜସ୍ବ ହେରଫେର କରିଥିବା ଜଣାପଡ଼ିବାରୁ ରେଡ୍। ଭୁବନେଶ୍ୱର ସ୍ଥିତ ୟୁନିଟ୍‌-୨ ସ୍ଥିତ ସରକାରୀ ବାସ ଭବନ, ବରମୁଣ୍ଡାରେ ଥିବା ଘରେ, ନିରାକାରପୁର ସ୍ଥିତ ଘର ଓ ଫାର୍ମ ହାଉସ, ପାଟକୁରା ଯଦୁପୁର ସ୍ଥିତ ପୈତୃକ ଘରେ ରେଡ୍ ଜାରି ରହିଛି । ରେଡରେ ୭ ଜଣ ଡିଏସପି, ୧୪ ଇନ୍ସପେକ୍ଟର ସାମିଲ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ