ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କେନ୍ଦ୍ରାପଡ଼ା ଛତା ଜଳସମ୍ପଦ ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ । ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସରେ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍। ଯନ୍ତ୍ରୀଙ୍କର ୭ଟି ସ୍ଥାନରେ ଚାଲିଛି ରେଡ୍।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ । ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ଓ ପୈତୃକ ଘର ସମେତ ୭ ଟି ସ୍ଥାନରେ ରେଡ୍ ଚାଲିଥିବା ଜଣାପଡ଼ିଛି । ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳ ସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟରେ SDO ଭାବେ ଅବସ୍ଥାପିତ ଅଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି। ଚଢାଉ ବେଳେ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!