Masthead

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଆୟବହିର୍ଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ୮ଟି ସ୍ଥାନରେ ଚାଲିଛି ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର । ସାଲେପୁର ଆରଡବ୍ଲୁ ସବଡିଭିଜନ୍ ଆସିଷ୍ଟାଣ୍ଟ ଇଞ୍ଜିନିୟର ଅର୍ଜୁନ ସାହୁଙ୍କ ଘର ସହ ଅନ୍ୟାନ୍ୟ ସ୍ଥାନରେ ରେଡ୍ ଚାଲିଛି । ଆୟବହିର୍ଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ୮ଟି ସ୍ଥାନରେ ରେଡ୍ । ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଭୁବନେଶ୍ବରରେ ଥିବା ଘର ଉପରେ ମଧ୍ୟ ଏକାସାଙ୍ଗରେ ରେଡ କରିଛି ଭିଜିଲାନ୍ସ ।

ଭୁବନେଶ୍ୱରରେ ଖଣ୍ଡଗିରି ବିହାରରେ ତିନି ମହଲା ଘର, କେନ୍ଦ୍ରାପଡା ଡେରାବିସରେ ଥିବା ଦୁଇ ମହଲା ଘର, କେନ୍ଦ୍ରାପଡା ବଳରାମପୁରରେ ଥିବା ଭଡା ଘର, ସାଲେପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ଏସଡିଓ କାର୍ୟ୍ୟଳୟ, କେନ୍ଦ୍ରାପଡା ରାଇପୁରରେ ଥିବା ସମ୍ପକୀୟଙ୍କ ଘର, କେନ୍ଦ୍ରାପଡା ଥିବା ତାଙ୍କର ଦୁଇ ସହଯୋଗୀଙ୍କ ଘରେ ଏକାସାଙ୍ଗରେ ଚଢାଉ କରିଛି ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ