Masthead

ଦେଶୀ ମଦ ଜବତ,ଜଣେ ଗିରଫ

ଅସ୍ତରଙ୍ଗ (ବଡ଼ଖବର): ଅସ୍ତରଙ୍ଗ ସାମୁଦ୍ରିକ ପୁଲିସ୍ ପେଟ୍ରୋଲିଂ ବେଳେ ଝାଡଲିଙ୍ଗ ପଞ୍ଚାୟତ ମଧୁପୁର ଗ୍ରାମର ବ୍ରହ୍ମାନନ୍ଦ ସେନାପତିଠାରୁ ୧୫ ବୋତଲ ଦେଶୀ ମଦ ଜବତ କରିଛି । ମଦ ଜବତ ସହ ବ୍ରହ୍ମାନନ୍ଦକୁ ଗିରଫ କରାଯାଇଛି । ପ୍ରକାଶ ଥାଉକି ପୁଲିସର ପେଟ୍ରୋଲିଂ ବେଳେ କୌଣସି ସୂତ୍ରରୁ ଖବର ବ୍ରହ୍ମାନନ୍ଦଙ୍କ ଘରେ ଚଢ଼ାଉ କରିବା ସେ ମଦ ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା । ତତକ୍ଷଣାତ୍ ମଦ ଜବତ କରିବା ସମେତ ଅଭିଯୁକ୍ତ ବ୍ରହ୍ମାନନ୍ଦକୁ ଗିରଫ କରିବାରେ ସଫଳ ହୋଇଥିଲା ପୁଲିସ୍ । ମାମଲା ରୁଜ୍ଜୁ ହୋଇଥିବା ଥାନା ତରଫରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା