Masthead

ଜଳମଗ୍ନ ଅସ୍ତରଙ୍ଗ

ଅସ୍ତରଙ୍ଗ(ବଡ଼ ଖବର ବ୍ୟୁରୋ): ଲଘୁଚାପ ବର୍ଷାରେ ଅସ୍ତରଙ୍ଗ ବ୍ଲକର ବିଭିନ୍ନ ଗ୍ରାମ ଜଳମଗ୍ନ ଓ ଯୋଗାଯୋଗ ବିଛିନ୍ନ ହୋଇଛି । ଜଳବନ୍ଦୀ ଥିବା ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଜାରି ରଖିଛି ପ୍ରସାଶନ । ଗତକାଲି ଠାରୁ ଲଗାଣ ବର୍ଷା ଯୋଗୁଁ ଅସ୍ତରଙ୍ଗ ବ୍ଲକର ବିଭିନ୍ନ ପଂଚାୟତ ଜଳମଗ୍ନ ହୋଇଛି ।

ଅସ୍ତରଙ୍ଗ ବ୍ଲକର ତଳୁଆ ଅଂଚଳ ଛୁରିଆନା, ସହନ, ନଗର, ବାଲିଡିଆ ଅନେକ ସ୍ଥାନରେ ଲୋକ ମାନେ ଜଳମଗ୍ନ ଅବସ୍ଥାରେ ରହିଛନ୍ତି, ଅନେକ ସ୍ଥାନରେ ଘର ର କାନ୍ଥ ପଡି ଗାଈ ମାନଙ୍କର ମଧ୍ୟ ମୃତ୍ୟୁ ମଧ୍ୟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’