Before Header

ରାଶିଫଳ

0 160

ମେଷ – ଆଜି ରବି ନିଚସ୍ଥ ଯୋଗୁ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଠିକ୍ ହେବ ନାହିଁ । କିନ୍ତୁ କର୍ମାଧିପତିଙ୍କ ପ୍ରଭାବରେ ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁର୍ଣ୍ଣ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବୃଷ – ଅପ୍ରିୟ ସତ୍ୟ କହି ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍ ବୁଝାମଣାର ଶିକାର ହେବେ । କୌଣସି ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । ପଡୋଶୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ – ପାପଗ୍ରହ ମଧ୍ୟସ୍ଥ ବୃହସ୍ପତିଙ୍କ ଯୋଗୁ ଆଜିର କାମଗୁଡିକ ଶୃଙ୍ଖଳିତ ହେବ ନାହିଁ । ବ୍ୟବସାୟ ବଢିପାରେ କିମ୍ବା ନୂତନ ଭାବେ ଆରମ୍ଭ କରି ଆତ୍ମତୃପ୍ତି ଲଭିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ଅନୁତାପ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖଭାରା ଦିନଟି ।
ସିଂହ – ମାନସିକ ଅସ୍ଥିରତା କାରଣରୁ ବେଳେ ବେଳେ ଭୁଲ୍ ନିଷ୍ପତ୍ତି ନେଇ ସୁଯୋଗ ହରାଇବେ । କିନ୍ତୁ ମଘା ନକ୍ଷତ୍ର ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧା ଆଶାନୁରୂପ ଅବଶ୍ୟ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
କନ୍ୟା – ସମ୍ପର୍କୀୟଙ୍କ ଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କ ଭୁଲ୍ ନିଷ୍ପତ୍ତି ସମସ୍ୟାକୁ ବଢାଇପାରେ । ଉଚ୍ଚ ପଦାଧିକାରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ଉପକୃତ ହେବେ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ଭୁଲି ଯାଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଆଜିର ପ୍ରତୁ୍ୟଷ ଯାତ୍ରାରେ ଅପରିଚିତାଙ୍କ ସହ କଳହ ଲାଗିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।
ବିଛା – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଚାପ କ୍ରମଶଃ ବଢିପାରେ । ଥଣ୍ଡା କାଶଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ସଙ୍ଗୀତ କ୍ଷେତ୍ର ପୂର୍ବପର ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଧନୁ – ସ୍ୱାସ୍ଥ୍ୟ ସମସ୍ୟା ସମାଧାନ ହେବ, ଆତ୍ମୀୟମାନଙ୍କ ଉପସ୍ଥିତି ଓ ସାହାର୍ଯ୍ୟ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସହାୟକ ହେବ । ନିଜ ନିଜର ସ୍ୱାର୍ଥସାଧନ ନିମିତ୍ତ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର – କର୍ମକ୍ଷେତ୍ରରେ ସବୁ ସମୟରେ ମିଶୁଥିବା ବ୍ୟକ୍ତିମାନକୁ ନିୟନ୍ତ୍ରଣ କରିବାରେ ସହାୟକ ହେବ । ପୂର୍ବ ପରିକଳ୍ପିତ ନୂତନ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

କୁମ୍ଭ – ଶାରୀରିକ ଶିଥିଳତା ଅନୁଭବ କଲେ ମଧ୍ୟ ଦୃଢ ମନୋବଳ କାର୍ଯ୍ୟ ପାଇଁ ପ୍ରେରଣା ଯୋଗାଇବ । କର୍ମାରମ୍ଭରେ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଆନେ୍ଦାଳିତ କରିବାର ସୁଚନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମୀନ – ଦୂରଯାତ୍ରାର ଅସୁବିଧା କରିବେ କିନ୍ତୁ ଶେଷ ମୁହୂର୍ତ୍ତରେ ସବୁ ଓଲଟ ପାଲଟ ହୋଇଯିବ । କର୍ମକ୍ଷେତ୍ରରେ ସୁଯୋଗ ହାତ ପାଆନ୍ତାରେ ପାଇବେ ଓ କାମ ହାସଲରେ ସମର୍ଥ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

Leave A Reply

Your email address will not be published.