Before Header

ରାଶିଫଳ

0 56

ମେଷ – ଆଜି ବନ୍ଧୁଙ୍କ ସହ-ଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ୱିତ କରିବାରେ ସଫଳ ହେବେ । କାର୍ଯ୍ୟ ବ୍ୟସ୍ତତାରୁ ସ୍ୱାସ୍ଥ୍ୟରେ ବତିକ୍ରମ ଦେଖା ଦେଇପାରେ । ସାହିତ୍ୟାଲୋଚନା ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସା ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ପରକୁ ଆପଣାର କରିବେ ।

ବୃଷ – ସନେ୍ଦହ ଓ ଭୁଲ୍ ବୁଝାମଣାରୁ ପାରିବାରିକ ସମସ୍ୟା ସୃହ୍ଟି ହୋଇପାରେ । ବନ୍ଧୁଙ୍କ ସହାୟତାରେ ଋଣ ପରିଶୋଧ କରିପାରିବେ ଓ ଶତ୍ରୁତା ବିନାଶ ଘଟିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ – ଗୋଡର ମାଂସପେଶୀରେ କିମ୍ବା ଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସକାଳୁ ସକାଳୁ ବଳକା କାମକୁ ଶୀଘ୍ର ଶେଷ କରିବା ସକାଶେ ବୟସ୍ତ ହୋଇପଡିବେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ବନ୍ଧୁବର୍ଗଙ୍କ ନିକଟରୁ ସହ-ଯୋଗ ଆଶା କରିବା ବୃଥା ହୋଇପାରେ । ଆନୁଷ୍ଠାନିକ କାମ, କଳା. ସାହିତ୍ୟ, ସଭାସମିତି କ୍ଷେତ୍ରରୁ ଆତ୍ମସନ୍ତୋଷ ମିଳିବ । ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ସିଂହ – ପୂର୍ବ ପରିସ୍ଥିତିର ପରିବର୍ତ୍ତନ ଘଟି ସାମୟିକ ଆଶ୍ୱସ୍ତି ଲାଭିବେ । ଜଗିରଖି ନ ଚଳିଲେ ସବୁ ଦିଗରୁ ଅଶାନ୍ତି ସୃଷ୍ଟି ହେବ । ଆର୍ଥିକ ଦୁରବସ୍ଥା କାରଣରୁ ଇଚ୍ଛା କଲେ ମଧ୍ୟ ଆଜି ସ୍ୱର୍ଣ୍ଣାଳଙ୍କାର କିଣି ନ ପାରି ମନ ଦୁଃଖ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ଯେଉଁ କାମ କରନ୍ତୁନା କାହିଁକି ସଫଳତା ନିର୍ଦ୍ଦିଷ୍ଟ ସମୟ ଅତିକ୍ରାନ୍ତ ପରେ ମିଳିବ । ଶତ୍ରୁ ଆପଣଙ୍କ ପଛରେ ଛାଇ ଭଳି ଲାଗି ରହିବେ, କିନ୍ତୁ କିଛି କରିପାରିବେ ନାହିଁ । ସାଧାରଣ କଥାକୁ ଜଟିଳ କରି ଦ୍ୱନ୍ଦ୍ୱରେ ପଡିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖୀ ହେବେ ।

ତୁଳା – ଆଜି କର୍ମକ୍ଷେତ୍ର, ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଆଲୋଚନା, ଚୁକ୍ତିପତ୍ର, ଜମିଜମା କାରବାର ସକାଶେ ରାସ୍ତା ସୁଗମ ହୋଇପାରିବ । ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।

ବିଛା – ବିଭିନ୍ନ ବିଷୟରେ ଦୁଶ୍ଚିନ୍ତା ଫଳରେ ମନର ଭାବନା ଓ କାମରେ ଫରକ ସୃଷ୍ଟି ହେବ । ସତର୍କ ନ ହେଲେ ଠକାମିର ଶିକାର ହେବାର ସମ୍ଭାବନା ରହିଛି । ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ଦୁର ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ଧାର୍ମିକ ହେବେ ।

ଧନୁ – ସକାଳୁ ସକାଳୁ ଜଣେ ବନ୍ଧୁଙ୍କ ମହତ୍ତ୍ୱପୂର୍ଣ୍ଣ କଥା ଶୁଣି ପୁଲକିତ ହେବେ । ଅର୍ଥ ସମ୍ପର୍କୀୟ କଥାରେ ପଡୋଶୀ ସହ-ଯୋଗ ନ କରି ମୁହଁ ଫେରାଇ ନେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର – ପାରିବାରିକ ଆଲୋଚନା କ୍ଷେତ୍ରରେ ଘରୋଇ କଥାକୁ କେନ୍ଦ୍ର କରି ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ ।ବନ୍ଧୁଙ୍କୁ କଥାରେ ପ୍ରଭାବିତ ହୋଇ ଭୁଲ୍ କାମ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ – ପାରିବାରିକ ଆଲୋଚନା କ୍ଷେତ୍ରରେ ଘରୋଇ କଥାକୁ କେନ୍ଦ୍ର କରି ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି । ମୂଲ୍ୟବାନ ଅଲଙ୍କାର ଓ ବସନ ଭୂଷଣ ପ୍ରଭୃତି ସାଦାରଣ କଥାକୁ ନେଇ ପରିବାରରେ ଝଡ ଉଠିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ – ବନ୍ଧୁଙ୍କ ଉପରେ ପୂର୍ଣ୍ଣ ଭରସା କଲେ ମୁଣ୍ଡରେ ହାତ ଦେଇ ବସିବାକୁ ପଡିବ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଓ ସହମତି ମାଧ୍ୟମରେ କାମ କରି ପାରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

Leave A Reply

Your email address will not be published.