Masthead

ବିଶ୍ୱକପ୍ ଟ୍ରଫି କିଏ ହାତେଇବ…ଜାଣନ୍ତୁ ଜ୍ୟୋତିଷଙ୍କ ଭବିଷ୍ୟବାଣୀ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଉ ଦିନକର ଅପେକ୍ଷା। ଅହମ୍ମଦାବାଦରେ ମୁହାଁମୁହିଁ ହେବେ ଭାରତ ଅଷ୍ଟ୍ରେଲିଆ । ଏବେ ଠୁ ହେଲାଣି ଜନସମୁଦ୍ର । ସମସ୍ତଙ୍କ ହାର୍ଟବିଟ ହେଲାଣି ତେଜ । ଉତ୍କଣ୍ଠା ହାଇଲେଭଲରେ । ସମସ୍ତଙ୍କ ମନରେ ଗୋଟିଏ ଆଶା । ଭାରତ ହିଁ ଜିତିବ । ହଁ…ଭାରତ ହିଁ ଜିତିବ । ଆଉ ହାତେଇବ ବିଶ୍ୱକପ୍ ଟ୍ରଫି ।

କରିବ ରେକର୍ଡ । ଏହା କେବଳ କ୍ରିକେଟପ୍ରେମୀଙ୍କ ମନର ଉତ୍ସାହ ନୁହେଁ । ଏକଥା କଥା କହୁଛନ୍ତି ଜଣାଶୁଣା ବିଜ୍ଞ ଜ୍ୟୋତିର୍ବିଦ୍ । ହିଟ୍‌ମ୍ୟାନ୍ ରୋହିତଙ୍କ ଜାତକର ରାଶି ନକ୍ଷତ୍ର ଏବେ ଉଚ୍ଚସ୍ଥାନରେ ରହିଛି । ସାଥୀ ଖେଳାଳିଙ୍କ ଭାଗ୍ୟ ବି ଟାଣ ଅଛି । ସମ୍ପୂର୍ଣ୍ଣ ଖବର ଜାଣିବା ପାଇଁ ଲିଙ୍କରେ କ୍ଲିକ୍ କରନ୍ତୁ 👇

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ