Masthead

‘ଆମେ କ୍ଷମତାରେ ଅଛୁ , ଆଇନ ପରିସରରେ ରହି କାର୍ଯ୍ୟକ୍ରମ କରୁଛୁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ବିଭ୍ରାଟକୁ ନେଇ ପ୍ରତିକ୍ରିୟା ରଖିଲେ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର । କହିଛନ୍ତି କାଳବୈଶାଖୀ ପ୍ରଭାବରେ ମୋ ଘର ବି ଗୋଟେ ଦିନ ଅନ୍ଧାରରେ ରହିଛି । ପବନର ବେଗ ଏତେ ରହିଥିଲା ଯେ ଯାହା ପରେ ସେଦିନ ରାତି ସାରା ଲାଇନ ଆସି ପାରିଲା ନାହିଁ । ଯେହେତୁ ଟ୍ରାନ୍ସଫର୍ମର ଖସି ପଡିଛି ଖୁଣ୍ଟ ଭାଙ୍ଗି ଯାଇଛି ତେଣୁ ସେହି କ୍ଷେତ୍ରରେ ପୁନରୁଦ୍ଧାର ପାଇଁ ସମୟ ଲାଗୁଛି । ବିରୋଧୀ ଦଳ ତାଙ୍କର କାର୍ଯ୍ୟକ୍ରମ କରିବା ପାଇଁ ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସମୟରେ ବିଭିନ୍ନ ଟିପଣୀ ଦେଉଛନ୍ତି । ସେଥିରେ ଆମର ଯାଏ ଆସେ ନାହିଁ । ଆମେ କ୍ଷମତାରେ ଅଛୁ, ଆଇନ ପରିସରରେ ରହି କାର୍ୟ୍ୟକ୍ରମ କରୁଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ