Masthead

ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼ରେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏଣିକି ରେଳ ମନ୍ତ୍ରାଳୟରେ ଦୁଇଟି ସିଫ୍ଟରେ କାମ କରିବେ କର୍ମଚାରୀ । ଦାୟିତ୍ୱ ନେଉ ନେଉ ଆକ୍ସନ ମୋଡ଼କୁ ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଅଫିସର କାର୍ଯ୍ୟାଳୟରେ କାମ କରୁଥିବା କର୍ମଚାରୀମାନେ ପ୍ରଥମ ସିଫ୍ଟରେ ସକାଳ ୭ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ କାମ କରିବେ । ସେହିପରି ଦ୍ୱିତୀୟ ସିଫ୍ଟର କର୍ମଚାରୀ ଅପରାହ୍ନ ୩ଟାରୁ ରାତି ୧୨ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବେ । ଏହି ନିୟମକୁ ତୁରନ୍ତ ଲାଗୁ କରିବାକୁ ରେଲୱେ ଏଡିଜି ଡ. ନାରାୟଣଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି ।

ତେବେ ଏହି ନିୟମ ଚୁକ୍ତି ଭିତ୍ତିକ କର୍ମଚାରୀ ଓ ଅନ୍ୟାନ୍ୟ ରେଲୱେ ଷ୍ଟାଫଙ୍କ ପାଇଁ ଲାଗୁ ହେବ ନାହିଁ । ତେବେ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ମନ୍ତ୍ରାଳୟ ସହିତ ଆଇଟି ମନ୍ତ୍ରାଳୟର ଦାୟିତ୍ୱ ମିଳିଛି । ବୁଧବାର ଶପଥ ପାଠ କରିବା ସହିତ ଗୁରୁବାର ମନ୍ତରାଳୟର ଦାୟିତ୍ୱ ନେଇଛନ୍ତି ଅଶ୍ୱିନୀ ବୈଷ୍ଣବ । ଆଉ ଦାୟିତ୍ୱ ନେବା ପରେ ଏବେ ଆକ୍ସନ ମୋଡ଼ରେ ଅଛନ୍ତି ଅଶ୍ୱିନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି