Masthead

ବିରିଡ଼ିରେ ଅଶ୍ଵିନୀ ବୈଷ୍ଣବଙ୍କ ବିଶାଳ ରୋଡ୍ ଶୋ

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ବିରିଡ଼ି ବ୍ଲକରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ବିଶାଳ ରୋଡ୍ ଶୋ । ରୋଡ୍ ଶୋରେ ସାମିଲ୍ ହେଲେ ହଜାର ହଜାର ସମର୍ଥକ। ସୋନପୁର ଛକରୁ ବାହାରି ବିରିଡ଼ି ବ୍ଲକର ସମସ୍ତ୍ ପଞ୍ଚାୟତରେ ପହଞ୍ଚି ସାଂସଦ ପ୍ରାର୍ଥୀ ବିଭୁ ପ୍ରାସାଦ ତରାଇ ଏବଂ ବିଧାୟକ ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ସମର୍ଥନ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ଅଶ୍ଵିନୀ ବୈଷ୍ଣବ । ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରାର୍ଥୀ ରାଜକିଶୋର ବେହେରା ମଧ୍ୟ ଉପସ୍ଥିତ ଥିଲେ। ବିଜେପି ସରକାର ଆସିଲେ ଅଞ୍ଚଳବାସୀଙ୍କ ତିନୋଟି ମୁଖ୍ୟ ଦାବି; ବଡ ଖଣ୍ଡାୟାତା ପାସେଞ୍ଜର ହଲରୁ ଷ୍ଟେସନ କରାଯିବ, ରଘୁନାଥପୁରରେ ଫ୍ଲାଏ ଓଭର ବ୍ରିଜ କରାଯିବ, କଲାନ୍ତାର ବରୁଣେଇ ଗେଟ୍ ର ସମାଧାନ କରାଯିବ ବୋଲି ନିଜର ମତ ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ