Masthead

ବାଂଲାଦେଶରେ ପ୍ରାକ୍ ନିର୍ବାଚନୀ ହିଂସା, ଟ୍ରେନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାଂଲାଦେଶରେ ପ୍ରାକ୍ ନିର୍ବାଚନୀ ହିଂସା । ବେଣାପୋଲ ଏକ୍ସପ୍ରେସରେ ନିଆ ଲଗାଇଦେଲେ ଦୁର୍ବୃତ୍ତ । ଟ୍ରେନରେ ନିଆଁ ଲାଗିବା ଫଳରେ ୫ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା । ଟ୍ରେନଟି ବେଣାପୋଲରୁ ଢାକା ଯାଉଥିବାବେଳେ ଘଟିଛି ଏଭଳି ଦୁର୍ଘଟଣା । ଗୋପିବାଗ୍‌ ନିକଟରେ ଏକ୍ସପ୍ରେସ୍‌ ଟ୍ରେନରେ ନିଆଁ ଲାଗି ୫ଟି ବଗି ସମ୍ପୂର୍ଣ୍ଣ ଜଳିଯାଇଛି । ତେବେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ । ଆସନ୍ତାକାଲି ବାଂଲାଦେଶରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏଭଳି ଘଟିଥିବା ବାଂଲାଦେଶ ସରକା କହିଛି । ବିରୋଧି ଦଳ ନିର୍ବାଚନକୁ ବର୍ଜନ କରିଥିବା ବେଳେ ଦେଶରେ ଅସ୍ଥିରତା ଦେଖାଦେଇଛି । ଏଭଳି ସ୍ଥିତିରେ ଟ୍ରେନରେ ନିଆଁ ଲାଗିବା ବିରୋଧୀ ଦଳଙ୍କ ଷଡଯନ୍ତ୍ର ବୋଲି ଆଶଙ୍କା କରିଛନ୍ତି ବାଂଲାଦେଶ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା