Masthead

ବାପାକୁ ମାରିଲା ପୁଅ

ଅତାବିରା (ବଡ଼ ଖବର ବ୍ୟୁରୋ): ବରଗଡ଼ ଜିଲ୍ଲା ଅତାବିରା ଥାନା ପାହାଡ଼ଶ୍ରୀଗୀଡା ଗାଁରେ ହତ୍ୟାକାଣ୍ଡ । ୫୮ବର୍ଷୀୟ ବାପାଙ୍କୁ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଉଛନ୍ତି ବରଗଡ଼ ଥାନା ବରଡୋଲ ଗାଁର ସୌକିଲାଲ ସେଠ । ଅଭିଯୋଗ ଅନୁସାରାରେ ସୌକିଲାଲଙ୍କୁ ତାଙ୍କ ସାନ ପୁଅ ପ୍ରଦୀପ ଓ ତାଙ୍କ ସାଥି ସୌକିଲାଲଙ୍କୁ ହତ୍ୟା କରିଥିବା କୁହାଯାଇଛି । ଏନେଇ ବଡ ପୁଅ ପ୍ରମୋଦ ସେଠ ଅତାବିରା ପୋଲିସ ଥାନାରେ ଦ୍ୱାରସ୍ତ ଦେବାପରେ ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ