Masthead

ଅତାବିରାରେ ବିଜେଡିର ବାଜିମାତ

ଅତାବିରା (ବଡ଼ ଖବର ବ୍ୟୁରୋ): ବରଗଡ଼ ଅତାବିରା ଏନଏସି ନିର୍ବାଚନରେ ବାଜିମାତ କରିଛି ବିଜେଡି । ୧୨ଟି ୱାର୍ଡରୁ ୧୧ରେ ବିଜେଡି ବିଜୟୀ । ଅଧ୍ୟକ୍ଷ ପଦ ସହ ୧୧ ଟି ୱାର୍ଡରେ ବିଜେଡିି ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି । ଗୋଟିଏ ୱାର୍ଡରେ କଂଗ୍ରେସ ବିଜୟ ହାସଲ କରିଛି ।ବିଜେଡିର ଅଧ୍ୟକ୍ଷ ପ୍ରାର୍ଥୀ ବନମାଳି ବରିହା ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ସବିତା ଭୁଏଙ୍କ ଠାରୁ ୪ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ଗତ ୩ ତାରିଖରେ ଏଠାରେ ଭୋଟ ଗ୍ରହଣ ହୋଇଥିଲା ।  ଭୋଟ ଗଣତି ପରେ ବିଜେଡି ହାତକୁ ଯାଇଛି ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ