Masthead

ୱାର୍ଡ ନଂ ୯ରେ ୨୧୦ ଭୋଟରେ ବିଜେଡି ବିଜୟୀ

ଅତାବିରା(ବଡ଼ ଖବର ବ୍ୟୁରୋ): ଅତାବିରା ଏନଏସି ନିର୍ବାଚନ ଗଣତି । ୱାର୍ଡ ନଂ ୯ରେ ବିଜେଡି ବିଜୟ ହାସଲ କରିଛି । ବିଜେଡି ପ୍ରାର୍ଥୀ ନାରାୟଣ ସାହୁ ୨୧୦ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି । ଏଠାରେ କଂଗ୍ରେସକୁ ୨୮୮ ଖଣ୍ଡ ଭୋଟ ମିଳିଥିବା ବେଳେ ବିଜେଡିକୁ ୪୯୮, ବିଜେପିକୁ ୩୮ ଭୋଟ ମିଳିଛି । ସକାଳ ୮ରୁ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ୪ଟି ଟେବୁଲରେ ଚାରି ରାଉଣ୍ଡ ଗଣତି ଚାଲିଛି । ଗଣତି ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ