Masthead

ୱାର୍ଡ ନଂ ୫ରେ ରଜୀବ କହରା ବିଜୟୀ

ଅତାବିରା(ବଡ଼ ଖବର ବ୍ୟୁରୋ): ଅତାବିରା ଏନଏସି ନିର୍ବାଚନ ଫଳାଫଳ । ୱାର୍ଡ ନଂ ୫ରେ ବିଜେଡି ବିଜୟୀ । ରାଜୀବ କହରା ୪୮୩ ଭୋଟରେ ବିଜୟୀ ହୋଇଛନ୍ତି । କଂଗ୍ରେସକୁ ୮୮ ଭୋଟ ମିଳିଥିବା ବେଳେ ବିଜେଡିକୁ ୫୭୧ଖଣ୍ଡ ଭୋଟ ଏବଂ ବିଜେପିକୁ ୮୨ ଖଣ୍ଡ ଭୋଟ ମିଳିଛି । ସକାଳ ୮ରୁ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ୪ଟି ଟେବୁଲରେ ଚାରି ରାଉଣ୍ଡ ଗଣତି ଚାଲିଛି । ଗଣତି ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !