Masthead

ୱାର୍ଡ ନଂ ୫ରେ ରଜୀବ କହରା ବିଜୟୀ

ଅତାବିରା(ବଡ଼ ଖବର ବ୍ୟୁରୋ): ଅତାବିରା ଏନଏସି ନିର୍ବାଚନ ଫଳାଫଳ । ୱାର୍ଡ ନଂ ୫ରେ ବିଜେଡି ବିଜୟୀ । ରାଜୀବ କହରା ୪୮୩ ଭୋଟରେ ବିଜୟୀ ହୋଇଛନ୍ତି । କଂଗ୍ରେସକୁ ୮୮ ଭୋଟ ମିଳିଥିବା ବେଳେ ବିଜେଡିକୁ ୫୭୧ଖଣ୍ଡ ଭୋଟ ଏବଂ ବିଜେପିକୁ ୮୨ ଖଣ୍ଡ ଭୋଟ ମିଳିଛି । ସକାଳ ୮ରୁ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ୪ଟି ଟେବୁଲରେ ଚାରି ରାଉଣ୍ଡ ଗଣତି ଚାଲିଛି । ଗଣତି ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ