Masthead

ବିଜେଡି ପ୍ରାର୍ଥୀ ରେଣୁକା ପ୍ରଧାନ ୧୪୫ ଭୋଟରେ ବିଜୟୀ

ଅତାବିରା(ବଡ଼ ଖବର ବ୍ୟୁରୋ): ବରଗଡ଼ ଅତାବିରା ଏନଏସି ନିର୍ବାଚନ ଫଳାଫଳ । ୱାର୍ଡ ନଂ ୮ରେ ବିଜେଡି ବିଜୟୀ । ରେଣୁକା ପ୍ରଧାନ ୧୪୫ ଭୋଟରେ ବିଜୟୀ ହୋଇଛନ୍ତି । କଂଗ୍ରେସକୁ ୨୦୮ ଭୋଟ ମିଳିଥିବା ବେଳେ ବିଜେଡିକୁ ୩୫୩ ଖଣ୍ଡ ଭୋଟ ଏବଂ ବିଜେପିକୁ ୪୫ ଭୋଟ ମିଳିଛି । ସକାଳ ୮ରୁ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ୪ଟି ଟେବୁଲରେ ଚାରି ରାଉଣ୍ଡ ଗଣତି ଚାଲିଛି । ଗଣତି ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ