Masthead

ସ୍ମୃତିରେ ଅଟଳ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକୀ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ମୃତିଚାରଣ କରୁଛି ସାରା ଦେଶ । ତାଙ୍କ ସ୍ମୃତିରେ ଅଟଳ ସମାଧୀରେ କାର୍ୟ୍ୟକ୍ରମ ଆୟୋଜନ କରାଯାଇଛି । ଏହି କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ସଭାପତି ଜେପି ନଡ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କ ଅଗଷ୍ଟ ୧୬, ୨୦୧୮ରେ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା । ତାଙ୍କୁ ୨୦୧୫ ମସିହାରେ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଥିଲା । ଜବାହାରଲାଲ ନେହେରୁଙ୍କ ପରେ ଅଟଳ ବିହାରୀ ବାଜପେୟୀ ଏକମାତ୍ର ନେତା ଯିଏକି ପ୍ରଧାନମନ୍ତ୍ରୀ ପଦରେ ତିନିଥର କାର୍ୟ୍ୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର