Masthead

ସ୍ମୃତିରେ ଅଟଳ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକୀ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ମୃତିଚାରଣ କରୁଛି ସାରା ଦେଶ । ତାଙ୍କ ସ୍ମୃତିରେ ଅଟଳ ସମାଧୀରେ କାର୍ୟ୍ୟକ୍ରମ ଆୟୋଜନ କରାଯାଇଛି । ଏହି କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ସଭାପତି ଜେପି ନଡ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କ ଅଗଷ୍ଟ ୧୬, ୨୦୧୮ରେ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା । ତାଙ୍କୁ ୨୦୧୫ ମସିହାରେ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଥିଲା । ଜବାହାରଲାଲ ନେହେରୁଙ୍କ ପରେ ଅଟଳ ବିହାରୀ ବାଜପେୟୀ ଏକମାତ୍ର ନେତା ଯିଏକି ପ୍ରଧାନମନ୍ତ୍ରୀ ପଦରେ ତିନିଥର କାର୍ୟ୍ୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା