Masthead

ଭିକେ ପାଣ୍ଡିଆନ ବିଜେଡିରେ ଯୋଗ ଦେବା ପରେ ପ୍ରତିକ୍ରିୟା ରଖିଲେ ଅତନୁ ସବ୍ୟସାଚୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡିରେ ଯୋଗ ଦେବା ପରେ ଭିକେ ପାଣ୍ଡିଆନଙ୍କୁ ଶୁଭେଛା ଜଣାଇବାକୁ ଛୁଟୁଛି ଶୁଭେଛୁଙ୍କ ସୁଅ। ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ନବୀନ ନିବାସରେ ଭିକେ ପାଣ୍ଡିଆନଙ୍କୁ ଭେଟି ଶୁଭେଛା ଜଣାଇଛନ୍ତି। ସେ କହିଛନ୍ତି ତାଙ୍କ ଭଳି ସେନାପତି ପାଇ ବିଜେଡି ଆହୁରି କ୍ରିୟାଶୀଳ ହେବ । ଦଳ ପାଇଁ ସେ ଆସେଟ କହିଛନ୍ତି ଅତନୁ ସବ୍ୟସାଚୀ ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ