ବିଜେପିରେ ମିଶିଲେ ଶତାଧିକ ମହିଳା କର୍ମୀ

ଆଠମଲ୍ଲିକ (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ଶତାଧିକ ମହିଳା କର୍ମୀ । ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାନହୁଲ୍ଲାର ପଞ୍ଚାୟତର ମିଣ୍ଡୋଳ ଗ୍ରାମରେ ବିଜେପିରେ ମିଶିଛନ୍ତି ଶତାଧିକ ମହିଳା କର୍ମୀ । ବିଜେଡି ଓ କଂଗ୍ରେସ ଛାଡ଼ି ବହୁ ନେତା ଓ ଶତାଧିକ କର୍ମୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ମହିଳାମାନେ ଯୁବନେତା ସଂଗ୍ରାମ ମହାପାତ୍ରଙ୍କ ଉପସ୍ଥତିରେ ବିଜେପିରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗରିବ କଲ୍ୟାଣ କାର୍ଯ୍ୟକ୍ରମ ଓ ସୁଶାସନ ସହ ବିଜେପିର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଥିବା କର୍ମୀମାନେ କହିଛନ୍ତି । ଏହି ମିଶ୍ରଣ ପର୍ବର ଠାକୁରଗଡ଼ ମଣ୍ଡଳ ଉପସଭାପତି ପଙ୍କଜ କୁମାର ବେହେରା, ଏସଟି ମୋର୍ଚ୍ଚା ମଣ୍ଡଳ ସଭାପତି ରାମଚନ୍ଦ୍ର ପଧାନ, ସ୍ଥାନୀୟ ବିଜେପି କାର୍ଯ୍ୟକର୍ତ୍ତା ପ୍ରକାଶ ନାୟକ, ଦଇତାରୀ ମହାକୁଡ଼, ଶାନ୍ତିଲତା ଘିୱାଲା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପାଦନ କରିଥଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ