Masthead

ରାଜନୈତିକ ଗୋଷ୍ଠୀ କନ୍ଦଳ, ଆଠମଲ୍ଲିକ ପଞ୍ଚାୟତରେ ବିକାଶ ଠପ୍

ଆଠମଲ୍ଲିକ (ବଡ଼ ଖବର ବ୍ୟୁରୋ):ରାଜନୈତିକ ଗୋଷ୍ଠୀ କନ୍ଦଳ । ବାଧାପ୍ରାପ୍ତ ଆଠମଲ୍ଲିକ ପଞ୍ଚାୟତରେ ବିକାଶ । ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ବିଜେଡି-ବିଜେଡି ମଧ୍ୟରେ ଫାଟ ହୋଇଥିବା କଥା ଦାଣ୍ଡରେ ପଡ଼ି ହାଟରେ ଗଡୁଛି । ଗୋଟାଏ ପକ୍ଷରେ ନିର୍ବାଚିତ ପ୍ରତିନିଧି ବିଧାୟକ ରମେଶ ଚନ୍ଦ୍ର ସାଏ ଏବଂ ଅନ୍ୟ ପକ୍ଷରେ ପୂର୍ବତନ ପୂର୍ତ୍ତ ବିଭାଗ ସଚିବ ନଳିନୀ କାନ୍ତ ପ୍ରଧାନ । ଉଭୟଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇ ତୁ ତୁ ମେ ମେ ଚାଲିଛି । ଏହା ଫଳରେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ବିକାଶ ହୋଇ ପାରୁ ନାହିଁ ଏଭଳି ଅଭିଯୋଗ କରିଛନ୍ତି ଆଠମଲ୍ଲିକର ଯୁବ ସମାଜ ସେବୀ ଅର୍ଜ୍ଜୁନ ସାହୁ। ଏହାକୁ ବିରୋଧ କରି ଅର୍ଜ୍ଜୁନ ସାହୁଙ୍କ ନେତୃତ୍ବରେ ଆଠମଲ୍ଲିକ ଅଞ୍ଚଳର ଜନସାଧାରଣ ଶୁକ୍ରବାର ଆଠମଲ୍ଲିକ ମା’ ମାହେଶ୍ଵରୀ ମନ୍ଦିର ଠାରୁ ବାହାରି ଆଠମଲ୍ଲିକ ଉପଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ