Masthead

ଆଇରନ ଟ୍ରକକୁ ପଛପଟୁ ଧକ୍କାଦେଲା ଆମ୍ବୁଲାନ୍ସ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଘଟଗାଁ ଥାନା ପିପିଳିଆ ନିକଟରେ ଆଇରନ୍ ଟ୍ରକକୁ ପଛପଟୁ ଧକ୍କା ଦେଲା ଅତ୍ୟାଧୁନିକ ଓମବାଡିସି ଆମ୍ବୁଲାନ୍ସ। ଆମ୍ବୁଲାନ୍ସ ଚୁରମାର । ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଅନ୍ୟ ଜଣେ କର୍ମଚାରୀ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ।

ଗତକାଲି ରାତି ଢେଙ୍କିକୋଟ ନିକଟବର୍ତ୍ତି ଏକ ଗାଁରୁ ଜଣେ ରୋଗୀକୁ କେନ୍ଦୁଝର ମୁଖ୍ୟଚିକିତ୍ସାଳୟରେ ଛାଡି କେନ୍ଦୁଝରରୁ ଘଟଗାଁ ଫେରୁଥିବା ସମୟରେ ଏହି ଦୁର୍ଘଟଣାଟି ଘଟିଥିବା ସୁଚନା ମିଳିଛି । ଅନ୍ୟପକ୍ଷରେ ଘଟଣାସ୍ଥଳରେ ପୋଲିସ୍ ପହଂଚି ଆମ୍ବୁଲାନ୍ସଟିକୁ ଜବତ କରିବା ସହିତ ତଦନ୍ତ ଚଲାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ