Masthead

ଆଣବିକ ଚୁକ୍ତିକୁ ରକ୍ଷା କରିଥିଲା ଅତିକଙ୍କ ଭୋଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉପା ଅମଳରେ ଆଣବିକ ଚୁକ୍ତିକୁ ରକ୍ଷା କରିଥିଲା ଅତିକ ଅହମମ୍ମଦଙ୍କ ଭୋଟ । ତତକାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ନେତୃତ୍ୱାଧୀନ ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା) ସରକାର ବିରୋଧରେ ଆମେରିକା–ଭାରତ ଆଣବିକ ଚୁକ୍ତିକୁ ନେଇ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିଥିଲା । ବାମପନ୍ଥୀମାନେ ୨୦୦୮ ମଧ୍ୟଭାଗରେ ସମର୍ଥନ ପ୍ରତ୍ୟାହାର କରିନେଇଥିବାବେଳେ ଲୋକସଭାରେ ଉପାର ୨୨୮ ସଦସ୍ୟ ଥିଲେ ।

ତେବେ ସଂଖ୍ୟାଗରିଷ୍ଠତା ଠାରୁ ୪୪ ଏମପିଙ୍କ ସମର୍ଥନ ନିଅଣ୍ଟ ହୋଇଥିଲା । ଅତିକ ଅହମ୍ମଦଙ୍କ ସମେତ ୬ ଦାଗି ନେତାଙ୍କୁ ୪୮ ଘଣ୍ଟା ମଧ୍ୟରେ ମୁକ୍ତ କରାଯାଇଥିଲା । ସେହି ସମୟରେ ଏହି ଏମପିମାନେ ଉପା ସରକାର ସପକ୍ଷରେ ଭୋଟ ଦେଇ ଆମେରିକା ସହ ହୋଇଥିବା ଭାରତର ସିଭିଲ ନୁ୍ୟକ୍ଲିୟର ଡିଲକୁ ରକ୍ଷା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା