Masthead

ଅତିକ-ଅଶରଫ ହତ୍ୟା ମାମଲା, ଏପ୍ରିଲ ୨୪ରେ ଶୁଣାଣି

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ଅତିକ୍ ଓ ଅଶରଫ୍ ହତ୍ୟା ମାମଲା । ଏପ୍ରିଲ ୨୪ରେ ହେବ ଶୁଣାଣି । ଆବେଦନକାରୀ ବିଶାଲ ତିୱାରୀ ସୁପ୍ରିମକୋର୍ଟଙ୍କୁ ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ତେବେ ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ଼ କହିଛନ୍ତି ଯେ, ସେ ଏପ୍ରିଲ ୨୪ରେ ଏହି ମାମଲାର ଶୁଣାଣି କରିବେ। ପୋଲିସ ହେପାଜତରେ ଅତିକ୍- ଅଶରଫଙ୍କୁ ଘଟଣାର ତଦନ୍ତ ଦାବି କରି ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଖଲ କରାଯାଇଛି।

ଜନସ୍ୱାର୍ଥ ମାମଲାରେ ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏକ ନିରପେକ୍ଷ ତଦନ୍ତ ଦାବି କରାଯାଇଛି। ଉମେଶ ପାଲ ହତ୍ୟାକାଣ୍ଡରେ ପୋଲିସ କଷ୍ଟଡି ରିମାଣ୍ଡରେ ଥିବା ଅତିକ ଅହମ୍ମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ରାତିରେ କୋଲଓ୍ବିନ ହସ୍ପିଟାଲ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ଏହାପରେ ସାରା ଦେଶରେ ଏହି ଘଟଣାକୁ ନେଇ ଚର୍ଚ୍ଚା ଯୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା