Masthead

ଅତିକ୍ ଓ ଅଶ୍ରଫ ହତ୍ୟା ମାମଲା, ୫ ପୋଲିସ କର୍ମଚାରୀ ନିଲମ୍ବିତ

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟାର ଅତିକ ଅହମ୍ମଦ, ଅଶ୍ରଫ ଅହମ୍ମଦ ହତ୍ୟାକାଣ୍ଡ । ନିଲମ୍ବିତ ହେଲେ ୫ ପୋଲିସ କର୍ମଚାରୀ । ଅତିକଙ୍କ ସୁରକ୍ଷାରେ ଅବହେଳା ଯୋଗୁଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଶାହଗଞ୍ଜ ଏସ୍‌ଓ ଇନ୍ସପେକ୍ଟର ଅଶ୍ୱନୀ କୁମାର ସିଂଙ୍କ ସମେତ ଦୁଇ ଇନ୍ସପେକ୍ଟର ଏବଂ ଦୁଇ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି ।

ମଙ୍ଗଳବାର ଏସ୍‌ଆଇ ସମେତ ସମସ୍ତ ପୋଲିସ କର୍ମଚାରୀଙ୍କୁ ଏସଆଇଟି ପଚରାଉଚରା କରିଥିଲା। ଏପ୍ରିଲ ୧୫ରେ ୩ ଆକ୍ରମଣକାରୀ ଶାହଗଞ୍ଜ ପୋଲିସ ଷ୍ଟେସନ ନିକଟରେ ଅତିକ୍‌-ଅଶ୍ରଫ୍‌ଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ