Masthead

ଏଟିଏମ୍ ଭାଙ୍ଗିଲେ ଦୁର୍ବୃତ୍ତ

ଖଇରା, (ବଡ଼ ଖବର ବ୍ୟୁରୋ): ଷ୍ଟେଟ୍ ବ୍ୟାଙ୍କ ଏଟିଏମ ଭାଙ୍ଗିଲେ ଦୁର୍ବୃତ୍ତ। ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଅନ୍ତରା ବଜାର ନିକଟରେ ଥିବା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏଟିଏମକୁ ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ଭଙ୍ଗାରୁଜା କରିଛନ୍ତି। ଘଟଣାସ୍ଥଳକୁ ଆଜି ସକାଳେ ବ୍ୟାଙ୍କର ଅନ୍ତରା ଶାଖା ପରିଚାଳକ ଦିଗମ୍ବର ଦାସ ଆସି ଭାଙ୍ଗିଥିବା ଏଟିଏମକୁ ତଦାରଖ କରିଥଲେ। ଏ ବିଷୟରେ ସେ ସିମୁଳିଆ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ଦୁର୍ବୃତ୍ତମାନେ ଏଟିଏମ ଭଙ୍ଗାରୁଜା କରିଥିଲେ ମଧ୍ୟ କୌଣସି ଟଙ୍କା ନେଇପାରି ନ ଥିବା ଶାଖା ପରିଚାଳକ ଦାସ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି