ମାତିଛନ୍ତି ଏଟିଏମ ଲୁଟେରା

ସୋର (ବଡ଼ ଖବର ବ୍ୟୁରୋ): ମାତିଛନ୍ତି ଏଟିଏମ ଲୁଟେରା ଦିନ ଦ୍ୱିପ୍ରହରରେ କରୁଛନ୍ତି ଲୁଟ୍ । ଦୁଇ ଦିନରେ ୩ଟି ଏଟିଏମରେ କରିଛନ୍ତି ଲୁଟପାତ । ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରେ ଏଭଳି ଆତଙ୍କ ଖୋଳାଇଛନ୍ତି ଲୁଟେରା । ବୁଧବାର ଗୋଟିଏ ଏଟିଏମ ଭାଙ୍ଗି ଲୁଟ କରିଥିବା ବେଳେ ଗୁରୁବାର ଦିନରେ ମଧ୍ୟ ଅନ୍ୟ ଏକ ଏଟିଏମ ଲୁଟ କରାଯାଇଛି । ସେପଟେ ଗୁରୁବାର ବିଳମ୍ବିତ ରାତିରେ କଲୋଜ ଛକରେ ଥିବା ଫେଡେରାଲ ଏଟିଏମ ଲୁଟ କରିବାରେ ବିଫଳ ହୋଇଛନ୍ତି । ସୋର ଥାନା ଅଧିକାରୀ ମଧୁମିତା ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ