Masthead

ଭୁବନେଶ୍ୱରରେ ଆତଙ୍କ, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଆତଙ୍କ । କପିଳେଶ୍ୱର ଅଞ୍ଚଳରେ ବୁଲିଲା ଖଣ୍ଡା । ସରୋଜ ତ୍ରିପାଠୀ ନାମକ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ସରୋଜଙ୍କ ଘର କପିଳେଶ୍ୱର ଭିମକୁଣ୍ଡ ମନ୍ଦିର ନିକଟରେ । ସରୋଜଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବ ଶତ୍ରୁତାରୁ ସରୋଜଙ୍କୁ ଖଣ୍ଡାରେ ହଣାଯାଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ