Masthead

ୟୁକ୍ରେନରେ ହମଲା, ୬ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏବେ ବି ରୁଷ ଏବଂ ୟୁକ୍ରେନ ମଧ୍ୟରେ ଜାରି ରହଛି ଯୁଦ୍ଧ । ଯୁଦ୍ଧ ବନ୍ଦ ହେବାର ନା ଧରୁ ନାହିଁ । ଏହାରେି ଭିତରେ ଆସିଛି ଆଉ ଏକ ଖବର । ପୂର୍ବ ୟୁକ୍ରେନ ସ୍ଥିତ କୋଷ୍ଟିଆନଟିନିଭାକରେ ରୁଷ ପକ୍ଷରୁ ଜୋରଦାର ବୋମା ବର୍ଷଣ କରାଯାଇଛି । ଏହା ଯୋଗୁଁ ୬ ଜଣ ନାଗରିକ ପ୍ରାଣ ହରାଇଛନ୍ତି । ୮ ଜଣ ଆହାତ ହୋଇଛନ୍ତି ।

ରବିବାର ହଠାତ ପୁଟିନ ସେନା ଆବାସିକ କୋଠା ଉପରେ ଆକ୍ରମଣ କରିଥିବା ୟୁକ୍ରେନର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି । ରୁଷ ସେନା ଏବେ ପୂର୍ବ ୟୁକ୍ରେନ ଉପରେ ଟାର୍ଗେଟ କରିଛି । ଅହରହ ଏଠାରେ ମୁହାଁମୁହିଁ ସ୍ଥତି ଲାଗିରହିଛି । ଯୁଦ୍ଧ ପୂର୍ବରୁ କୋଷ୍ଟିଆନଟିନିଭାକରେ ୭୦ ହଜାର ଲୋକେ ରହୁଥିବାବେଳ ଏବେ ଏଠାରୁ ଅନେକ ଲୋକେ ପଳାୟନ କଲେଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ