Masthead

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା, ଆଉ ୫ ଗିରଫ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା । ଆଉ ୫ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ । ଗିରଫ ସଂଖ୍ୟା ୧୦କୁ ବୃଦ୍ଧି ହୋଇଛି । ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ହୋଇଥିଲା । ପ୍ରଚାର ସାରି ଫେରିବା ବେଳେ ଅଭିଳାଷଙ୍କୁ ଆକ୍ରମଣ ହୋଇଥିଲା କିଛି ଯୁବକ । ଏନେଇ ଥାନାରେ ଅଭିଯୋଗ ହୋଇଥିଲା । ପୋଲିସ ତଦନ୍ତ ଆରମ୍ଭ କରି ପ୍ରଥମେ ୫ ଜରଙ୍କୁ ଗିରଫ କରିଥିଲା । ଏବେ ଆଉ ୫ଜଣଙ୍କୁ ଗିରଫ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ