Masthead

ବିଜେଡି କର୍ମୀଙ୍କୁ ସଙ୍ଘବଦ୍ଧ ଆକ୍ରମଣ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ):  ଗଞ୍ଜାମ ଜିଲ୍ଲା ସୋରଡ଼ାରେ ରାଜନୈତିକ ହିଂସା। ସୋରଡ଼ା ଥାନା ଭଗବାନପୁର ଗାଁରେ ବିଜେଡି ଓ ବିଜେପି କର୍ମୀ ମଧ୍ୟରେ ମୁହାଁମୁହିଁ । ଉଭୟ ପକ୍ଷରୁ ଦୁଇ ଆହତ। ଆହତ ହେଲେ ଭଗବାନ ଗୌଡ଼, ଶିବ ଗୌଡ଼। ପୋଲିସ ପହଂଚି ଆହତଙ୍କୁ ଉଦ୍ଧାର କରି ସୋରଡ଼ା ମେଡିକାଲରେ ଭର୍ତ୍ତି କରିଛି।

ଗାଁ ରାଜନୀତିକୁ ନେଇ ଉଭୟ ଶିବ ଓ ଭଗବାନଙ୍କ ମଧ୍ୟରେ ପ୍ରଥମେ ବଚସା ଓ ପରେ ହାତାହାତି ହୋଇଥିଲେ।  ଶିବଙ୍କ ସପକ୍ଷରେ କିଛି ଯୁବକ ବାହାରି ଭଗବାନଙ୍କୁ ଆକ୍ରମଣ କରିଥିଲେ। ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରିରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ