Masthead

ବିଜେଡି କର୍ମୀଙ୍କୁ ସଙ୍ଘବଦ୍ଧ ଆକ୍ରମଣ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ):  ଗଞ୍ଜାମ ଜିଲ୍ଲା ସୋରଡ଼ାରେ ରାଜନୈତିକ ହିଂସା। ସୋରଡ଼ା ଥାନା ଭଗବାନପୁର ଗାଁରେ ବିଜେଡି ଓ ବିଜେପି କର୍ମୀ ମଧ୍ୟରେ ମୁହାଁମୁହିଁ । ଉଭୟ ପକ୍ଷରୁ ଦୁଇ ଆହତ। ଆହତ ହେଲେ ଭଗବାନ ଗୌଡ଼, ଶିବ ଗୌଡ଼। ପୋଲିସ ପହଂଚି ଆହତଙ୍କୁ ଉଦ୍ଧାର କରି ସୋରଡ଼ା ମେଡିକାଲରେ ଭର୍ତ୍ତି କରିଛି।

ଗାଁ ରାଜନୀତିକୁ ନେଇ ଉଭୟ ଶିବ ଓ ଭଗବାନଙ୍କ ମଧ୍ୟରେ ପ୍ରଥମେ ବଚସା ଓ ପରେ ହାତାହାତି ହୋଇଥିଲେ।  ଶିବଙ୍କ ସପକ୍ଷରେ କିଛି ଯୁବକ ବାହାରି ଭଗବାନଙ୍କୁ ଆକ୍ରମଣ କରିଥିଲେ। ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରିରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ