Masthead

ବିଜେପି ନେତାଙ୍କୁ ଭୁଜାଲି ମାଡ଼

ସୋର(ବଡ଼ ଖବର ବ୍ୟୁରୋ): ବିଜେପି ନେତାଙ୍କୁ ଭୁଜାଲି ମାଡ଼ । ମର୍ଣ୍ଣିଂୱାର୍କରେ ଯାଉଥିବା ବେଳେ ଭୁଜାଲି ମାଡ଼ ହୋଇଛି । ଦୁର୍ବୃତ୍ତଙ୍କ ଭୁଜାଲି ଆକ୍ରମଣରେ ଶିକାର ହୋଇଥିବା ବିଜେପି ନେତା ସୋର ନଗର ସମ୍ପାଦକ ଲୋକନାଥ ରାଉତ ଓରଫ କାଳିଆ । ଆକ୍ରମଣ କରି ଦୁର୍ବୁତ୍ତମାନେ ଫେରାର ଅଛନ୍ତି । ଗୁରୁତର ଲୋକନାଥଙ୍କୁ ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଛି । ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ପୋଲିସ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା