Masthead

ବିଜେପି କର୍ମୀଙ୍କ ଉପରେ ଭୁଜାଲି ଆକ୍ରମଣ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି କର୍ମୀଙ୍କ ଉପରେ ଭୁଜାଲି ଆକ୍ରମଣ । ସାଧାରଣ ନିର୍ବାଚନ ପୂର୍ବରୁ ବାଲେଶ୍ୱରରେ ଦେଖାଦେଲା ରାଜନୈତିକ ହିଂସାକାଣ୍ଡ । ବିଜେପି କର୍ମୀଙ୍କ ଉପରେ ବିଜେଡ଼ି କର୍ମୀଙ୍କ ଆକ୍ରମଣ । ୧୦ରୁ ଅଧିକ ବିଜେଡ଼ି କର୍ମୀ ଭୂଜାଲିରେ କଲେ ଆକ୍ରମଣ । ଭୁଜାଲି ଚୋଟରେ ବିଜେପିର ତିନି କର୍ମୀ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଥିବା ଜଣାପଡିଛି । ଗତକାଲି ମଧ୍ୟରାତ୍ରିରେ ବାଲେଶ୍ୱର ଜିଲ୍ଲା ସୋର ସ୍ଥିତ ଗୁର୍ଡ୍ ଗ୍ରାମରେ ଦେଖାଦେଇଥିଲା ଗୋଷ୍ଠୀକନ୍ଦଳ । ଗୋଷ୍ଠୀ କନ୍ଦଳ ଏମିତି ରୂପ ନେଲା ଯେ ଦୁଇ ଗୋଷ୍ଠୀ ମଧ୍ୟରେ ଆରମ୍ଭ ହେଲା ଭୁଜାଲି ଆକ୍ରମଣ । ଗୁରୁତର ମାନଙ୍କୁ ପ୍ରଥମେ ବାସୁଦେବପୁର ପରେ ଭଦ୍ରକ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଅତି ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ସେପଟେ ପୋଲିସ ଘଟଣା ଉପରେ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା